Subhadra scheme: ଭୁବନେଶ୍ୱର (ରିପୋଟର୍ସ ପେନ୍) : ମାର୍ଚ୍ଚ ୩୦ରେ ଆବେଦନ କଲେ ମଧ୍ୟ ଏକା ଥରେ ଦୁଇଟି କିସ୍ତି ମିଳିବ। ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ ନକଲା ଯାଏଁ ଚାଲିବ ପଞ୍ଜୀକରଣ। ପ୍ରଥମ କିସ୍ତି ମିଳିବାର ଶେଷ ତାରିଖ ମାର୍ଚ୍ଚ ୮ ଥିଲା, କିନ୍ତୁ ମାର୍ଚ୍ଚ ୩୦ ପରେ ଆବେଦନ କଲେ ମଧ୍ୟ ପ୍ରଥମ କିସ୍ତି ଟଙ୍କା ମିଳିବ ବୋଲି ସ୍ପଷ୍ଟ କରିଛନ୍ତି ପ୍ରଭାତୀ ପରିଡ଼ା।
ଏବେ ଅଙ୍ଗନବାଡ଼ି ଦିଦି ମାନେ ଘର ଘର ବୁଲୁଛନ୍ତି। ତେଣୁ ଯାହାର ୫ ଏକର ଜମି ଅଛି ବା ନାହିଁ, ଏହି ଦ୍ଵନ୍ଦ ପାଇଁ ଡିସେମ୍ବର ୩୦ ଯାଏଁ ସମୟ ଦିଆ ଯାଇଥିବା ବେଳେ ବର୍ତ୍ତମାନ ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି। ତେଣୁ ଜାନୁଆରୀ ୧୫ ପରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।
https://x.com/PravatiPOdisha/status/1875508001639166175
https://x.com/PravatiPOdisha/status/1875508001639166175